ବଣିଆ ଗ୍ରାମ ଠାରେ ଛେଳିକୁ ଉଦ୍ଧାର କରିବାକୁ ଯାଇ କୂଅରେ ପଡ଼ି ଯୁବକରମୃତ୍ୟୁ

ବଣିଆ ଗ୍ରାମ ଠାରେ ଛେଳିକୁ ଉଦ୍ଧାର କରିବାକୁ ଯାଇ କୂଅରେ ପଡ଼ି ଯୁବକର ମ୍ରୃତ୍ୟୁଢେଙ୍କାନାଳ ଜିଲ୍ଲା ଗଁଦିଆ ଥାନା ବଣିଆ ଗ୍ରାମ ଠାରେ ଆଜି ତା୧୬ ।୫ ରିଖ ଅପରାହ୍ନ ୪ ଘଣ୍ଟା ସମୟରେ ଗୋଟିଏ ୪୦ଫୁଟ ଗଭୀର କୂଅରେ ପଡ଼ିଥିବା ଛେଳିକୁ ଉଦ୍ଧାର କରିବାକୁ ଯାଇ ଗ୍ରାମର ଗୋପୀ କାଲୁଣ୍ଡିଆ (୩୮)ଙ୍କର ଶୋଚନୀୟ ମ୍ରୃତ୍ୟୁ ହୋଇଛି। ସୂଚନା ଅନୁସାରେ ବଣିଆ ଗ୍ରାମର ପାତ୍ର କାଲୁଣ୍ଡିଆଙ୍କ ପୂଅ ଗୋପୀଙ୍କର ଗୋଟିଏ ଛେଳି ସାହିର ଗୋଟିଏ ୪୦ ଫୁଟ ଗଭୀର କୂଅରେ ପଡ଼ିଯାଇଥିଲା । ତାକୁ ଉଦ୍ଧାର କରିବାକୁ ଯାଇ ଗୋପୀ କୂଅରେ ପଶିଥିଲା । କିନ୍ତୁ କୂଅରୁ ଆଉ ବାହାରକୁ ଆସି ପାରିନଥିଲା। ଗ୍ରାମବାସୀ ଯେତେ ଚେଷ୍ଟା କରିଥିଲେ ମଧ୍ୟ ବିଫଳ ହୋଇ ଗଁଦିଆ ଦମକଳ ବାହିନୀକୁ ଖବର ଦେଇଥିଲେ। ଦମକଳ ବାହିନୀ କୂଅ ମଧ୍ୟରୁ ଗୋପୀ ଓ ଛେଳିକୁ ମ୍ରୃତ ଅବସ୍ଥାରେ ଉଦ୍ଧାର କରିଥିଲେ। ଖବର ଗଁଦିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଏକ ଅପମ୍ରୃତ୍ୟ ମାମଲା ରୁଜୁ କରି ଶବକୁ ଜବତ କରିଛି। ଢ଼େଙ୍କାନାଳ ରୁ ମାଳବିକା ବେହେରା ଙ୍କ ରିପୋର୍ଟ ରୂପା ଥାଳିଆ ନିଉଜ…..

Leave a Reply

Your email address will not be published. Required fields are marked *

ପରକୀୟା ପ୍ରୀତି ପାଇଁ ଗଲା ଜୀବନ । ଢିମ୍ଭୀରା ପାହାଡରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତଦେହ

ଗଞ୍ଜାମ : ପରକୀୟା ପ୍ରୀତି ପାଇଁ ଗଲା ଜୀବନ । ଢିମ୍ଭୀରା ପାହାଡରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତଦେହ ପରକୀୟା ପ୍ରିତି ପାଇଁ ଗଲା ଜୀବନ । ଚରମ

Read More »

ଅଙ୍ଗନଓ୍ବାଡି କର୍ମୀ ମାନଙ୍କ ସମ୍ମିଳନୀ ଓ ନୂତନ କର୍ମକର୍ତ୍ତା ଚୟନ

ଅଙ୍ଗନଓ୍ବାଡି କର୍ମୀ ମାନଙ୍କ ସମ୍ମିଳନୀ ଓ ନୂତନ କର୍ମକର୍ତ୍ତା ଚୟନ ଗଞ୍ଜାମ ଜିଲ୍ଲା ପ୍ରତିନିଧି କାଳୀ ଚରଣ ମିଶ୍ରଙ୍କ ରିପୋର୍ଟ ବୁଗୁଡ଼ା : ତା ୨୩/୧୨/୨୪ :

Read More »

ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କୁ ଗଣ୍ଡିବେଡ ଠାରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା

ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କୁ ଗଣ୍ଡିବେଡ ଠାରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା,ବାଲେଶ୍ଵର ଜିଲ୍ଲା ଖଇରା ବ୍କକର ଆଜି ବିଜେପି ଯୁବମୋର୍ଚ୍ଚା କୋଷାଧ୍ୟକ୍ଷ ଇଂ. ରାଜେଶ

Read More »

ବିଧାନ ସଭାରେ ଓଉପଦା ପ୍ରସଙ୍ଗ ଉଠାଇ ଔପଦା ବାସୀଙ୍କ ମନଜିଣିଲେ ବିଧାୟକ ସନ୍ତୋଷ ଖଟୁଆ

ବିଧାନ ସଭାରେ ଓଉପଦା ପ୍ରସଙ୍ଗ ଉଠାଇ ଔପଦା ବାସୀଙ୍କ ମନଜିଣିଲେ ବିଧାୟକ ସନ୍ତୋଷ ଖଟୁଆ।ଓଉପଦା ଏକ ଅବହେଳିତ ଅଂଚଳ, ଏଠି ବ୍ଲକ ଅଛି, ହେଲେ ଭଲ ଦୋକାନ

Read More »

ବିଶ୍ଵ ହିନ୍ଦୁ ପରିଷଦର କାର୍ଯ୍ୟକର୍ତ୍ତା ପ୍ରଶିକ୍ଷଣ ବର୍ଗ :-ବିଶ୍ଵ ହିନ୍ଦୁ ପରିଷଦ, ଓଡିଶା ପୂର୍ବ ପ୍ରାନ୍ତର ତ୍ରିଦିବସୀୟ ପ୍ରାନ୍ତୀୟ ପ୍ରଶିକ୍ଷଣ

-: ବିଶ୍ଵ ହିନ୍ଦୁ ପରିଷଦର କାର୍ଯ୍ୟକର୍ତ୍ତା ପ୍ରଶିକ୍ଷଣ ବର୍ଗ :-ବିଶ୍ଵ ହିନ୍ଦୁ ପରିଷଦ, ଓଡିଶା ପୂର୍ବ ପ୍ରାନ୍ତର ତ୍ରିଦିବସୀୟ ପ୍ରାନ୍ତୀୟ ପ୍ରଶିକ୍ଷଣ ବର୍ଗ ବାଲେଶ୍ଵର ଜିଲ୍ଲା ସ୍ଥିତ

Read More »
Start typing to see posts you are looking for.