ବିଶୁଦ୍ଧ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମନ୍ତ୍ରୀ ବୁଗୁଡ଼ା, ତା ୩/୧୧/୨୪ ରାଜ୍ୟର ବିଜେପି ସରକାରଙ୍କ ନିର୍ବାଚନ ପୂର୍ବରୁ ଶତ ପ୍ରତିଶତ ବିଶୁଦ୍ଧ ଜଳ ଯୋଗାଣ ପାଇଁ ପ୍ରତିଶ୍ରୁତି ବଦ୍ଧ ହୋଇଥିବା ବେଳେ ତାହା କାର୍ଯ୍ୟକାରୀ କରିବା ପାଇଁ ୧୪୩୯ କୋଟି ଟଙ୍କାରୁ ଉର୍ଦ୍ଧ ବ୍ୟୟରେ ହର ଘର ଜଲ୍ ଯୋଜନା ମାଧ୍ୟମରେ ଗଞ୍ଜାମ ଜିଲ୍ଲାର ୧୧ ବ୍ଲକକୁ ଜଳ ଯୋଗାଣ ପାଇଁ ପ୍ରଥମ ପର୍ଯ୍ୟାୟରେ ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ନଭେମ୍ବର ୩ ତାରିଖ ଦିନ ବୁଗୁଡ଼ା ବ୍ଲକର ବେତାର ସିଙ୍ଗ, ସୋଲଣ୍ଡୀ ଓ ବେଲପୁର ୩ ଗୋଟି ଗ୍ରାମରେ ବିଶୁଦ୍ଧ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଆହୁରି ମଧ୍ୟ ସେ ପ୍ରକାଶ କହିଛନ୍ତି ଆଗାମୀ ଦିନରେ ସମସ୍ତ ଗ୍ରାମକୁ ଯେପରି ବିଶୁଦ୍ଧ ଜଳ ଯୋଗାଣ ହୋଇପାରିବ ସେଥିପାଇଁ ପଦକ୍ଷେପ ଗ୍ରହଣ କରାଯିବ। ଏହି କାର୍ଯ୍ୟକ୍ରମରେ ବୁଗୁଡ଼ା ବ୍ଳକର ଜନପ୍ରତିନିଧି ମାନେ ଉପସ୍ଥିତ ଥିବାବେଳେ ତିନୋଟି ଗ୍ରାମର ଗ୍ରାମବାସୀମାନେ ମଧ୍ୟ ଉପସ୍ଥିତ ଥିଲେ। ଗଞ୍ଜାମ ଜିଲ୍ଲା ପ୍ରତିନିଧି କାଳୀ ଚରଣ ମିଶ୍ରଙ୍କ ରିପୋର୍ଟ
ନାଚ ପ୍ରତିଯୋଗିତା ଅନୁଷ୍ଠିତ,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,ବାଲେ
ନାଚ ପ୍ରତିଯୋଗିତା ଅନୁଷ୍ଠିତ,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,,ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା ଅନ୍ତର୍ଗତ, ଈଶ୍ୱର ପୁର ସ୍ଥିତ ମରେଈ ଗାଁ ମୁଗୁନିପୁର ଠାରେ, ବାବା ନୀଳେକଣ୍ଠେ ଶ୍ୱର ଯୁବ କଳା ପରିଷଦ